ମାର୍ଚ୍ଚ ୮ ସୁଦ୍ଧା ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ଶେଷ କରାଯିବ

ଭୁବନେଶ୍ୱର  : ପଞ୍ଚାୟତ ନିର୍ବାଚନରେ ସଂରକ୍ଷଣ ସଂପର୍କିତ ବିଜ୍ଞପ୍ତି ପ୍ରତ୍ୟାହାର ହେବ । ରାଜ୍ୟ ସରକାର ଏହି ବିଜ୍ଞପ୍ତିକୁ ପ୍ରତ୍ୟାହାର କରିବେ । ଆସନ୍ତା ୨୭ ତାରିଖ ସୁଦ୍ଧା ସଂରକ୍ଷଣ ନେଇ ସାନି ବିଜ୍ଞପ୍ତି ସରକାରଜାରି କରିବେ । ମାର୍ଚ୍ଚ ୮ ତାରିଖ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ଶେଷ କରାଯିବ । ଏନେଇ ହାଇକୋର୍ଟଙ୍କୁ ରାଜ୍ୟ ସରକାର ଅବଗତ କରାଇଛନ୍ତି ।
ଜାନୁଆରୀ ୩ ତାରିଖ ସୁଦ୍ଧା ସଂରକ୍ଷଣ ତାଲିକା ନେଇ ଆପତ୍ତି ଗ୍ରହଣ ହେବ । ଜାନୁଆରୀ ୫ ତାରିଖ ସୁଦ୍ଧା ଆପତ୍ତି ଅଭିଯୋଗର ସମାଧାନ ହେବ । ଜାନୁଆରୀ ୭ ତାରିଖ ସୁଦ୍ଧା ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.