ହଟିଲା ଦ୍ଵନ୍ଦ : ଏପ୍ରିଲ ୧୪ରେ ପଣା ସଂକ୍ରାନ୍ତି, ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପାଞ୍ଜି ସମୀକ୍ଷା ବୈଠକରେ ନିଷ୍ପତ୍ତି

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପାଞ୍ଜି ସମୀକ୍ଷା ବୈଠକରେ ନିଷ୍ପତ୍ତି । ଏପ୍ରିଲ ୧୩ ନୁହେଁ ୧୪ରେ ପଣା ସଂକ୍ରାନ୍ତି । ସେନେଇ ବୈଠକରେ ନିଷ୍ପତ୍ତି ନିଆଯାଇଛି ।

ପୁରୀ(କେନ୍ୟୁଜ) : ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପାଞ୍ଜି ସମୀକ୍ଷା ବୈଠକରେ ନିଷ୍ପତ୍ତି । ଏପ୍ରିଲ ୧୩ ନୁହେଁ ୧୪ରେ ପଣା ସଂକ୍ରାନ୍ତି । ସେନେଇ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଆସନ୍ତା ବର୍ଷ ପାଞ୍ଜି ଗଣନାରେ ପଣା ସଂକ୍ରାନ୍ତିକୁ ନେଇ ଦ୍ଵନ୍ଦ ଲାଗି ରହିଛି । ଏହାପୂର୍ବରୁ ଗତ ୭ ତାରିଖରେ ପାଞ୍ଜି ସମୀକ୍ଷା ବୈଠକ ବସିଥିଲା । ମୁକ୍ତି ମଣ୍ଡପ ପଣ୍ଡିତ, ଜ୍ୟୋତିର୍ବିଦ୍, ବରିଷ୍ଠ ସେବାୟତ, ତଢଉକରଣ, ପରିଚାଳନା କମିଟି ସଦସ୍ୟ ଯୋଗ ଦେଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.