ଗଜପତି: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ଅନ୍ୟାନ୍ୟ ୧୩ ଟି ସ୍ୱାସ୍ଥ୍ୟକେନ୍ଦ୍ରକୁ ୪୦ଲକ୍ଷ ଟଙ୍କା ଦେଲେ ପାରଳାଖେମୁଣ୍ଡି ବିଧାୟକ କେ.ନାରାୟଣ ରାଓ

ଗଜପତି(କେନ୍ୟୁଜ୍): ପାରଳାଖେମୁଣ୍ଡି ବିଧାୟକ କେ.ନାରାୟଣ ରାଓ ତାଙ୍କ ନିର୍ବାଚନମଣ୍ଡଳୀର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ବିଭିନ୍ନ ୧୩ ଟି ସ୍ୱାସ୍ଥ୍ୟକେନ୍ଦ୍ରକୁ ୪୦ଲକ୍ଷ ଟଙ୍କା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧକୁ ପାଳନ କରିବାକୁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଯେତେବେଳେ ଆବଶ୍ୟକ ହୁଏ ସେ ଅଧିକ ପାଣ୍ଠି ଯୋଗାଇବାକୁ ମଧ୍ୟ ନିଶ୍ଚିତ କରିଥିବା କହିଛନ୍ତି । ଏ ନେଇ ଏକ ସ୍ୱତନ୍ତ୍ର ଭିଡିଓ ପ୍ରସ୍ତୁତ କରି ଗଣମାଧ୍ୟମ କୁ ସୂଚନା ପ୍ରଦାନ କରିଛନ୍ତି ଶ୍ରୀ ରାଓ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.