Categories: ରାଜ୍ୟ

କିଟ୍‌ ବିଶ୍ୱବିଦ୍ୟାଳୟରେ ଲୋକସଭା ବାଚସ୍ପତି ଓମ୍‌ ବିର୍ଲା, ୧୫ତମ ସମାବର୍ତ୍ତନ ଉତ୍ସବରେ ଦେଲେ ଯୋଗ

ଭୁବନେଶ୍ବର(କେନ୍ୟୁଜ୍): କିଟ୍‌ ବିଶ୍ୱବିଦ୍ୟାଳୟରେ ଲୋକସଭା ବାଚସ୍ପତି ଓମ୍‌ ବିର୍ଲା । କିଟ୍‌ ବିଶ୍ୱବିଦ୍ୟାଳୟର ୧୫ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ଅଭିଭାଷଣ ପ୍ରଦାନ କରିଛନ୍ତି । କହିଛନ୍ତି ସଂସଦ ଗଣତନ୍ତ୍ରର ମନ୍ଦିର । ସମସ୍ତଙ୍କ ପାଖରେ ଶିକ୍ଷା ପହଞ୍ଚିବା ଆବଶ୍ୟକ ରହିଛି । ‘ଟେକ୍‌ନିକର ବହୁତ ଆଦ୍ରୁତି ବଢ଼ିଛି ଫଳରେ ‘ଶିକ୍ଷା, ସାମାଜିକ ପରିବର୍ତ୍ତନରେ ଆଦ୍ରୁତି ବଢ଼ିଛି । ସେହିପରି ‘ଭାରତରେ ସର୍ବାଧିକ ମତଦାନ ହୋଇଛି ବୋଲି ଲୋକସଭା ବାଚସ୍ପତି କହିଛନ୍ତି । ସେହିପରି କୃତୀ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ପ୍ରଦାନ କରିଛନ୍ତି ।

ଏହି ଅବସରରେ ସେ କିସ ପରିଦର୍ଶନ କରିଥିଲେ । କହିଛନ୍ତି କିସ୍‌ ଶିକ୍ଷାର ମନ୍ଦିର । ଶିକ୍ଷା ମାଧ୍ୟମରେ ଆଦିବାସୀ ଛାତ୍ରଛାତ୍ରୀଙ୍କ ସ୍ୱପ୍ନକୁ ସାକାର କରିଥିବାରୁ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ ଓମ୍‌ ବିର୍ଲା । ଏଥିସହ କିସ୍‌ ଛାତ୍ରଛାତ୍ରୀଙ୍କ ଅନୁଶାସନକୁ ପ୍ରଂଶସା କରିଥିଲେ ।

KNews Bureau

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

15 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

29 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

42 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

43 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago