Below header

ମୟୂରଭଞ୍ଜ ଜିଲ୍ଲାରେ ଭାରତ ବନ୍ଦର ଆଂଶିକ ପ୍ରଭାବ, ୧୦ ଦଫା ଦାବି ନେଇ ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ପକ୍ଷରୁ ଡାକରା

ବାରପଦା(କେନ୍ୟୁଜ୍‌): ଆଜି ଭାରତ ବନ୍ଦ । ୧୦ ଦଫା ଦାବି ନେଇ ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି । ମୟୂରଭଞ୍ଜ ଜିଲ୍ଲାରେ ଭାରତ ବନ୍ଦର ଆଂଶିକ ପ୍ରଭାବ ପଡିଛି ।

ଦଳୀୟ କର୍ମୀ ମାନେ ପିକେଟିଂ କରି ଜିଲ୍ଲା ମଧ୍ୟ ଦେଇ ଯାଇଥିବା ୧୮ ଓ ୪୯ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି । ରାଷ୍ଟ୍ରୀୟ ପଛୁଆ ବର୍ଗଙ୍କ ଜାତି ଭିତ୍ତିକ ଜନ ଗଣନା ପାଇଁ ଦୀର୍ଘ ଦିନ ଧରି ଦାବି ହୋଇ ଆସୁଥିଲେ ମଧ୍ୟ ଏ ନେଇ କୌଣସି ପଦକ୍ଷେ ନିଆଯାଇନଥିବା ଅଭିଯୋଗ କରିଛି ଦଳ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.