ଲାଗୁ ହେଲା କଟକଣା, ବିନା ଅନୁମତିରେ ବିଜୟ ଉତ୍ସବ ପାଳିଲେ କାର୍ଯ୍ୟାନୁଷ୍ଠାନ: ଡିସିପି ଉମାଶଙ୍କର ଦାସ

ଭୁବନେଶ୍ବର(କେନ୍ୟୁଜ୍): ପୌର ନିର୍ବାଚନ ପାଇଁ ଭୋଟ ଗଣତି ଜାରି । କିଛି ପ୍ରାର୍ଥୀ ନିର୍ବାଚନରେ ବିଜୟୀ ହୋଇସାରିଛନ୍ତି। କିନ୍ତୁ ନିର୍ବାଚନ ଜିିତିଥିଲେ ବି ନିଜ ଇଚ୍ଛା ହିସାବରେ ବିଜୟ ଉତ୍ସବ ପାଳନ କରିପାରିବେ ନାହିଁ। ଏଥି ପାଇଁ ଲାଗୁ ହୋଇଛି କଟକଣା ।

ବିନା ଅନୁମତିରେ ବିଜୟ ଉତ୍ସବ ପାଳିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ ଗଣମାଧ୍ୟମର ପ୍ରତିନିଧିଙ୍କୁ ସୂଚନା ଦେଇଥିବାବେଳେ ବର୍ତ୍ତମାନ ଯାଏଁ କେହି ବି ଉତ୍ସବ ପାଳନ ପାଇଁ ଅନୁମତି ମାଗିନାହାନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.