ରାଜ୍ୟ

ପୁଣି ଚିଲିକାର ଅଟକିଲା ଯାତ୍ରୀବାହୀ ଘାଟ ଡଙ୍ଗା, ଜହ୍ନିକୁଦା ଠାରୁ 300 ମିଟର ଆସିବା ପରେ ଫସି ରହିଛି

ବ୍ରହ୍ମଗିରି(କେନ୍ୟୁଜ୍): ସାତପଡ଼ା ଚିଲିକା ରେ ଜହ୍ନିକୁଦା ରୁ ସାତପଡ଼ା କୁ ଯାଉଥିବା ଯାତ୍ରୀବାହୀ ଡଙ୍ଗା, ଜହ୍ନିକୁଦା ଠାରୁ ୩୦୦ମିଟର ଆସିବା ପରେ ଫସି ରହିଛି। ଏହି ଘାଟ ଡଙ୍ଗା ରେ ୫୦ରୁ ଉର୍ଦ୍ଧ ଯାତ୍ରୀ ଥିଲା ବେଳେ ୨୦ରୁ ଉର୍ଦ୍ଧ ବାଇକ ରହିଛି। କିଛି ମହିଳା ଯାତ୍ରୀ ଥିବା ଜାଣିବାକୁ ମିଳିଛି। ଆଜି ଅପରାହ୍ନ ୫ ଟା ୧୦ ରେ ଘାଟ ଡଙ୍ଗାଟି, ଜହ୍ନିକୁଦାରୁ ସାତପଡ଼ା ଅଭିମୁଖେ ବାହାରି ଥିଲା।

ଚିଲିକାରେ ପାଣି କମ୍ ଯୋଗୁଁ ଡଙ୍ଗାଟି ଯାତାୟତ କରୁଥିବା Channelରୁ ବାହାରକୁ ଚାଲିଯିବାରୁ, ମଝି ଚିଲିକାରେ ଦୀର୍ଘ ସମୟ ଧରି ଡଙ୍ଗାଟି ଫସି ରହିଛି। ଚିଲିକାରେ ଭାସପୋଲରେ ଲୋକେ ଫେରିବା ବେଳେ ଏହି ଭିଡିଓଟି ଉଠାଇ ସୋସିଆଲ ମିଡିଆରେ ଭାଇରାଲ କରିଛନ୍ତି । ପ୍ରଶାସନ ଘଟଣା ସ୍ଥଳରେ ପହଞ୍ଚି ନଥିବା ଜଣାପଡିଛି ।

 

KNews Bureau

Recent Posts

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…

17 mins ago

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

20 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

24 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

37 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

53 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago