ରାଜ୍ୟ

ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା, ଉଦ୍ଧାର ହୋଇପାରୁ ନାହାନ୍ତି ୬୦ ଯାତ୍ରୀ

ଚିଲିକା (କେନ୍ୟୁଜ): ଚିଲିକା ମଝିରେ ଫସିଲେ ୬୦ ଜଣ ଯାତ୍ରୀ । କୃଷ୍ଣପ୍ରସାଦ ଓ ଚିଲିକା ମଝିରେ ଏକ ଯାତ୍ରୀବାହୀ ଡଙ୍ଗା ଫସିଯାଇଛି । ଡଙ୍ଗାରେ ୬୦ ଜଣ ଯାତ୍ରୀ ସହ ୨୫ଟି ମୋଟରସାଇକେଲ ଥିଲା । ଡଙ୍ଗାଟି ଯାତ୍ରୀଙ୍କୁ ନେଇ ଚିଲିକା ସାତପଡାରୁ ଜହ୍ନିକୁଦା ପଟକୁ ଯାଉଥିଲା । ଡଙ୍ଗାଟି ଯାନ୍ତ୍ରିକ ତୃଟିଯୋଗୁଁ ସମୁଦ୍ର ମଝିରେ ଫସି ରହିଥିବା ଜଣାପଡିଛି । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଚିଲିକା ମଝିରେ ଡଙ୍ଗାଟି ଫଶିି ରହିଛି ।

ଡଙ୍ଗାଟି ଯାନ୍ତ୍ରିକ ତୃଟିଯୋଗୁଁ ସମୁଦ୍ର ମଝିରେ ଫସି ରହିଥିବା ଜଣାପଡିଛି । ଡଙ୍ଗାରେ ୬୦ ଜଣ ଯାତ୍ରୀ ସହ ୨୫ଟି ମୋଟରସାଇକେଲ ଥିଲା । ଡଙ୍ଗାଟି ଯାତ୍ରୀଙ୍କୁ ନେଇ ଚିଲିକା ସାତପଡାରୁ ଜହ୍ନିକୁଦା ପଟକୁ ଯାଉଥିଲା ।

Barsha

Recent Posts

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା, ୭ ଦିନ ଜାମିନ ଅବଧି ବୃଦ୍ଧି ଆବେଦନ ଖାରଜ

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା ଲାଗିଛି । କେଜ୍ରିଓ୍ଵାଲ କରିଥିବା ଜାମିନ ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବ…

27 mins ago

ମାଲକାନଗିରି: ଏନକାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି (କେନ୍ୟୁଜ): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ବର୍ଧେପାରା ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ ।…

29 mins ago

ଅଦ୍ୱିତୀୟ କାରିଗର ହରେକୃଷ୍ଣ ମହାରଣା, ଯାହାଙ୍କ ହାତର ସ୍ପର୍ଶରେ ମାଟି ମୂର୍ତ୍ତି ପାଉଛି ଜୀବନ୍ତ ରୂପ

ଆନନ୍ଦପୁର(କେନ୍ୟୁଜ୍): ମୂର୍ତ୍ତି ତିଆରିରେ ଲାଗିଛନ୍ତି କାରିଗର । ନିଜର ହାତର ସ୍ପର୍ଶରେ ମାଟିର ମୂର୍ତ୍ତିକୁ ଦେଉଛନ୍ତି ଜୀବନ୍ତ ରୂପ ।…

33 mins ago

କଣ ଭଲ ଫିଚର୍ସ ଜବରଦସ୍ତ ଲୁକ୍‌ ଥିବା ଫୋନ୍‌ କିଣିବାକୁ ଚାହୁଁଛନ୍ତି କି, ତାହେଲେ ଆସୁଛି OnePlus Ace 3 Pro

ଆସୁଛି ଓ୍ଵାନ୍‌ ପ୍ଲସର ଧମାକେଦାର ଫୋନ୍‌ । ଯଦି ଆପଣ ଓ୍ଵାନପ୍ଲସ୍‌ ଲଭର୍‌ ତାହେଲେ ଆପଣଙ୍କ ପାଇଁ ଖୁସି ଖବର…

40 mins ago

ଖୁବଶୀଘ୍ର ମାର୍କେଟକୁ ଆସିବ ମହିନ୍ଦ୍ରାର ଏହି ନୂଆ ଇଳେକ୍ଟ୍ରିକ୍‌ କାର, ମିଳିବ ବଢ଼ିଆ ଫିଚର

ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଭାରତୀୟ ବଜାରରେ ଏକ ନୂଆ ଇଲେକ୍ଟ୍ରିକ୍‌ କାର ଲଞ୍ଚ କରିବାକୁ ପ୍ରସ୍ତୁତ ହେଉଛି । ଏହି…

41 mins ago

ପୁଣି ଜଳିଲା ସାରା ଓଡ଼ିଶା, ଦିନ ୧୧ଟା ସୁଦ୍ଧା ୪୨.୮ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର (କେନ୍ୟୁଜ): ପୁଣି ଜଳିଲା ସାରା ଓଡ଼ିଶା ।  ଦିନ ୧୧ଟା ସୁଦ୍ଧା ୪୨.୮ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ…

55 mins ago