ରାଜ୍ୟ

ଭାଙ୍ଗିଗଲା ବସର ଷ୍ଟିୟରିଂ ରଡ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଜଳେଶ୍ବର(କେନ୍ୟୁଜ୍): ବଡ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଯାତ୍ରୀବାହୀ ବସ୍ । ବସର ଷ୍ଟିୟରିଂ ରଡ ଭାଙ୍ଗିଯିବାରୁ ଭାରସାମ୍ଯ ହରାଇ ରାସ୍ତା କଡକୁ ଗଡ଼ିଲା । ଆଜି ସକାଳେ ଗୁଡଲି ନାମକ ଘରୋଇ ବସ୍ ବାଲିଆପାଳରୁ ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବାଲେଶ୍ବର ଅଭିମୁଖେ ଯାଉଥିଲା ।

ଜଳେଶ୍ବରର ସାର୍ଥା ବସଷ୍ଟାଣ୍ତ ନିକଟରେ ପହଞ୍ଚିବା ପରେ ଷ୍ଟିୟରିଂ ରଡ୍ ଭାଙ୍ଗି ଯିବାରୁ ବସଟି ଭାରସାମ୍ଯ ହରାଇ ରାସ୍ତା କଡକୁ ଗଡି ଯାଇ ଏକ ଖାଲରେ ଅଟକି ଥିଲା । ଯାତ୍ରୀ ମାନେ ଭୟଭୀତ ହୋଇ ବସ୍ ରୁ ତଳକୁ ଓହ୍ଲାଇ ପଡି ଥିଲେ । ପରେ ବସର ମାଲିକ ଅନ୍ଯ ଏକ ବସରେ ଯାତ୍ରୀ ମାନଙ୍କୁ ଗନ୍ତବ୍ଯ ସ୍ଥଳକୁ ପଠାଇଥିବା ସୂଚନା ମିଳିଛି ।

Sasmita

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କ ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ

ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ । ଆପଣ କର୍ମକ୍ଷେତ୍ରରେ କୌଣସି ବିତର୍କରୁ ଦୂରେଇ ରହିବା ଉଚିତ୍…

3 hours ago

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

6 hours ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

6 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

6 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

7 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

7 hours ago