Below header

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ, ୮ ଗୁରୁତର

ଜଳେଶ୍ୱର ୬୦ ନମ୍ବର ଜାତୀୟ ରାଜପଥ ଆମ୍ବଳିଅଠା ବାଇପାସ୍‌ ନିକଟରେ ଦୁର୍ଘଟଣା। ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍‌, ୮ ଗୁରୁତର ହୋଇଛନ୍ତି ।

ଜଳେଶ୍ୱର (କେନ୍ୟୁଜ): ବସ୍‌ ଓଲଟି ୮ ଗୁରୁତର । ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍‌, ୮ ଗୁରୁତର ହୋଇଛନ୍ତି । ଜଳେଶ୍ୱର ୬୦ ନମ୍ବର ଜାତୀୟ ରାଜପଥ ଆମ୍ବଳିଅଠା ବାଇପାସ୍‌ ନିକଟରେ ଦୁର୍ଘଟଣା ଘଟିଛି । ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱରରୁ ପଶ୍ଚିମବଙ୍ଗ ଯାଉଥିଲା ବସ୍‌ । ୮ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆଉ କିଛି ଆହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଜଳେଶ୍ୱର ପୋଲିସ ତଦନ୍ତ କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.