କେନ୍ୟୁଜ୍(ବ୍ୟୁରୋ): ୨ ଘଣ୍ଟା ଧରି ବିମାନରେ ଯାତ୍ରୀ ହନ୍ତସନ୍ତ । ଯାନ୍ତ୍ରିକ ତ୍ରୁଟି ଯୋଗୁ ଅଟକି ରହିଲା ଯାତ୍ରୀବାହୀ ବିମାନ । ବେଙ୍ଗାଳୁରୁରୁ ଭୁବନେଶ୍ୱର ଆସୁଥିବା ବିମାନରେ ଯାନ୍ତ୍ରିକ ତ୍ରୁଟି । ପାଖାପାଖି ୨ ଘଣ୍ଟା ଧରି ବିମାନରେ ହନ୍ତସନ୍ତ ହେଇଛନ୍ତି ଯାତ୍ରୀ । ବିମାନରେ ଯାନ୍ତ୍ରିକ ତ୍ରୁଟି ଥିବା ଘୋଷଣା କଲେ ପାଇଲଟ୍ । ବେଙ୍ଗାଳୁରୁରୁ ଭୁବନେଶ୍ୱର ଆସିବାର ଥିଲା ଇଣ୍ଡିଗୋ 6E411 ବିମାନ । ପ୍ରାୟ ଅଢ଼େଇ ଘଣ୍ଟା ପରେ ବିମାନ ବାତିଲ ନେଇ ଯାତ୍ରୀଙ୍କୁ ଅବଗତ କରାଗଲା । ତେବେ କମ୍ପାନୀ ପକ୍ଷରୁ ସଠିକ ସମୟରେ ସଠିକ ସୂଚନା ଦିଆଯାଉନଥିବାରୁ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଯାତ୍ରୀ
କନ୍ଧମାଳ (କେନ୍ୟୁଜ୍): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…
ବାଲେଶ୍ବର (କେନ୍ୟୁଜ୍): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…
ବାଲେଶ୍ବର(କେନ୍ୟୁଜ୍): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…