ରାଜ୍ୟ

ଚିଲିକା ମଝିରୁ ଉଦ୍ଧାର ହେଲେ ଯାତ୍ରୀ: ଅଟକି ଥିବା ଡ଼ଙ୍ଗାରୁ ଯାତ୍ରୀଙ୍କୁ ଉଦ୍ଧାର କଲା ଆଉ ଏକ ଡ଼ଙ୍ଗା

ବ୍ରହ୍ମପୁର (କେନ୍ୟୁଜ) : ଚିଲିକା ମଝିରେ ଫସି ରହିଥିବା ଡଙ୍ଗାକୁ ଉଦ୍ଧାର କରାଯାଇଛି । ଯାନ୍ତ୍ରିକ ତୃଟି ଯୋଗୁଁ ଜହ୍ନିକୁଦା ଚିଲିକା ନିକଟରେ ଫସି ରହିଥିଲା ଯାତ୍ରୀ ବାହି ଦେଶୀ ଡଙ୍ଗା । ଡଙ୍ଗାରେ ୫୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଏବଂ ୨୦ଟି ବାଇକି ଫସି ରହିଥିଲା । ଦୀର୍ଘ ଦୁଇ ଘଣ୍ଟା ଧରି ଚିଲିକା ମଝିରେ ଫସି ରହିବା ପରେ ଖବର ପାଇ ଘଟଣା ସ୍ଥଳରେ ସ୍ଥାନୀୟ ମସ୍ୟଜୀବୀଙ୍କ ଡଙ୍ଗା ପହଁଚି ଦଉଡି ସାହାଯ୍ୟରେ ଭିଡି ଚିଲିକା ପାର କରି ଯାତ୍ରୀ ମାନଙ୍କୁ ସାତପଡ଼ା ଘାଟ ନିକଟରେ ପହଞ୍ଚାଇ ଥିଲେ। ସମସ୍ତ ଯାତ୍ରୀ ସୁରକ୍ଷିତ ରଖିବା ମଟର ବୋର୍ଟ ସଂଘ ପକ୍ଷରୁ ସୂଚନା ମିଳିଛି ।

Barsha

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

5 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago