Below header

ବାଲେଶ୍ବର:  ରାସ୍ତା ଖରାପ ଯୋଗୁଁ ଫସିଗଲା ଆମ୍ବୁଲାନ୍ସ, ଚାଲିଗଲା ରୋଗୀର ଜୀବନ

ବାଲେଶ୍ବର(କେନ୍ୟୁଜ୍):  ରାସ୍ତା ଖରାପ ଯୋଗୁଁ ଅଧାବାଟରେ ଫଶି ରହିଲା ଆମ୍ବୁଲାନ୍ସ  । ପ୍ରାୟ ଘଣ୍ଟାଏ କାଳ ଆମ୍ବୁଲାନ୍ସ ଫସି ରହିଥିଲା । ଆମ୍ବୁଲାନ୍ସରେ ଥିବା ରୋଗୀଙ୍କ ମୃତ୍ୟୁ ହୋଇଛି ।

ବାଲେଶ୍ୱର ଜିଲ୍ଲା ରେମୁଣା ବ୍ଲକ ଦୁମୁଦା ଗାଁରେ ଦେଖିବାକୁ ମିଳିଛି ଏଭଳି ଘଟଣା । ସେହି ଗାଁର ଜଣେ ବ୍ୟକ୍ତି ଅସୁସ୍ଥ ହେବାରୁ ଆମ୍ବୁଲାନ୍ସକୁ ଡକାଯାଇଥିଲା । କିନ୍ତୁ ଖରାପ ରାସ୍ତା ଯୋଗୁଁ ଆମ୍ବୁଲାନ୍ସଟି ଅଧା ରାସ୍ତାରେ ଫସି ରହିଥିଲା । ପରେ ଏକ ଟ୍ରାକ୍ଟର ସାହାଯ୍ୟରେ ଆମ୍ବୁଲାନ୍ସଟିକୁ ବାହାର କରାଯାଇଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.