କଟକ(କେନ୍ଯୁଜ୍) : ରୋଗୀ ମୃତ୍ୟୁକୁ ଉତ୍ତେଜନା। କଟକର ଏକ ଘରୋଇ ନର୍ସିଂହୋମ୍ରେ ରୋଗ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ରୋଗୀଙ୍କ ସମ୍ପର୍କୀୟମାନେ ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ଚିକିତ୍ସାରେ ଅବେହେଳା ଯୋଗୁଁ ମହିଳାଙ୍କ ମୃତ୍ୟୁ ହୋଇଥିବା ପରିବାରଲୋକେ ଅଭିଯୋଗ କରିଛନ୍ତି। ଏନେଇ ମଙ୍ଗଳାବାଗ ଥାନାରେ ଏତଲା ଦିଆଯାଇଛି। ପୋଲିସ ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି। ଉତ୍ତେଜନାକୁ ଦେଖି ନର୍ସିଂହୋମ୍ ପରିସରରେ ପୋଲିସ ମୁତୟନ କରାଯାଇଛି।
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…