ପାଟକୁରା ପଲିଟିକ୍ସ : ନିର୍ବାଚନ ତାରିଖ ଘୋଷଣା ପରେ ଭୋଟରଙ୍କୁ ଆକୃଷ୍ଟ କରିବାରେ ଲାଗିଛନ୍ତି ନେତା

ନିର୍ବାଚନ ତାରିଖ ଘୋଷଣା ପରେ ଚଳଚଞ୍ଚଳ ପାଟକୁରା ପଲିଟିକ୍ସ। ଗାଁ ଗାଁରେ ପହଞ୍ଚି ଭୋଟରଙ୍କୁ ଆକୃଷ୍ଟ କରିବାରେ ଲାଗିଛନ୍ତି ନେତା। ଏହି ଆସନ ଉଭୟ ବିଜେଡି ଓ ବିଜେପି ପାଇଁ ସମ୍ମାନର ପ୍ରଶ୍ନ ହୋଇଛି। ବିଜେଡିରୁ ପ୍ରାର୍ଥୀ ଅଛନ୍ତି ସ୍ୱର୍ଗତ ବେଦ ପ୍ରକାଶ ଅଗ୍ରୱାଲଙ୍କ ପତ୍ନୀ ସାବିତ୍ରୀ ଅଗ୍ରୱାଲ। ବିଜେପିରୁ ପ୍ରାର୍ଥୀ ହୋଇଛନ୍ତି ବିଜୟ ମହାପାତ୍ର। ଶାସକ ବିଜେଡି ପକ୍ଷରୁ ପ୍ରାଚର ଜୋରଦାର କରିଛନ୍ତି ମନ୍ତ୍ରୀ ଓ ବିଧାୟକ। ତୃଣମୂଳ ସ୍ତରରେ ସଙ୍ଗଠନକୁ ସୁଦୃଢ କରିବା ପାଇଁ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.