Categories: ରାଜ୍ୟ

ଆଜି ପୁଣି ଭୁବନେଶ୍ୱର କୋର୍ଟରେ ହାଜର ହେବେ ପାଟଣାଗଡ଼ ବିଧାୟକ ସରୋଜ ମେହେର

ଭୁବନେଶ୍ୱର(କେନ୍ୟୁଜ୍) : ଆଜି ପୁଣି ଭୁବନେଶ୍ୱର କୋର୍ଟରେ ହାଜର ହେବେ ପାଟଣାଗଡ଼ ବିଧାୟକ ସରୋଜ ମେହେର। ଜାମିନ୍‌ ଆବେଦନ ଉପରେ ଶୁଣାଣି କରାଯିବ। ପୂର୍ବରୁ ବିଧାୟକଙ୍କ ଜାମିନ୍‌ ଆବେଦନ ଖାରଜ ହୋଇଥିବାରୁ ସେ ଏବେ ଝାରପଡ଼ା ଜେଲ୍‌ରେ ଅଛନ୍ତି । ପୂର୍ବରୁ ବିଧାୟକ ସ୍ୱାସ୍ଥ୍ୟଗତ କାରଣ ନେଇ କରିଥିବା ଜାମିନକୁ ଭୁବନେଶ୍ୱର ADJ କୋର୍ଟ ଖାରଜ କରିଦେଇଥିଲେ।
ଜୁନ୍‌ ୫ ତାରିଖରେ ନିମ୍ନମାନର ରାସ୍ତା କାମ ଅଭିଯୋଗରେ ପାଟଣାଗଡ଼ ବିଧାୟକ ସରୋଜ ମେହେର କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ରାସ୍ତା ଉପରେ ଉଠ୍‌ ବସ୍‌ କରାଇବାର ଭିଜୁଆଲ୍‌ ଭାଇରାଲ୍‌ ହୋଇଥିଲା । ଏନେଇ ଯନ୍ତ୍ରୀଙ୍କ ସ୍ତ୍ରୀ ବିଧାୟକଙ୍କ ନାଁରେ ଥାନାରେ ଅଭିଯୋଗ କରିଥିଲେ। ଏତଲା ଆଧାରରେ ଗତ ୨୪ ତାରିଖରେ ନୂଆପଡ଼ାରୁ ପୋଲିସ ସରୋଜ ମେହେରଙ୍କୁ ଗିରଫ କରିଥିଲା। ଏହାପରେ ସେ ଅସୁସ୍ଥ ହୋଇ ୨୫ ତାରିଖରୁ ପାଟଣାଗଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ।

KNews Bureau

Recent Posts

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…

13 mins ago

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

16 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

20 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

33 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

50 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago