Below header

ବଲାଙ୍ଗୀର : ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ୩ ଶହ ପୃଷ୍ଠାର ଚାର୍ଜସିଟ୍ ଦାଖଲ

ବଲାଙ୍ଗୀର (କେନ୍ଯୁଜ୍) : ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଚାର୍ଜସିଟ୍ ଦାଖଲ । ପାଟଣାଗଡ଼ SDJM କୋର୍ଟରେ ଚାର୍ଜସିଟ୍ ଦାଖଲ ହୋଇଛି । ୩ ଶହ ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି କ୍ରାଇମ୍ବ୍ରାଞ୍ଚ । ୭୨ ଜଣଙ୍କ ସାକ୍ଷ୍ୟ ପ୍ରମାଣ ସହ ଏହି ଚାର୍ଜସିଟ୍ ଦାଖଲ ହୋଇଛି । ଗତକାଲି ଚାର୍ଜସିଟ୍ ଦାଖଲ ହୋଇଥିବା ନେଇ ସରକାରୀ ଓକିଲଙ୍କ ସୂଚନା ଦେଇଛନ୍ତି ।

charge seat ଗତ ଫେବୃଆରୀ ୨୩ରେ ପାଟଣାଗଡରେ ପାର୍ସଲ ବୋମା ବିସ୍ଫୋରଣ ହୋଇଥିଲା । ଏଥିରେ ସୌମ୍ୟଶେଖର ଓ ତାଙ୍କ ଜେଜେମାଆଙ୍କ ମୃତ୍ୟୁ ହୋଇଥିଲା । ନବବଧୂ ରିମା ସାହୁ ଗୁରୁତର ଆହତ ହୋଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.