ରାଜ୍ୟ

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଦଳ ଛାଡିଲେ ପିସିସି ଉପସଭାପତି ରଜତ ଚୌଧୁରୀ

ଭୁବନେଶ୍ୱର (କେନ୍ୟୁଜ):  ଆଗକୁ ନିର୍ବାଚନ ଥିବାବେଳେ କଂଗ୍ରେସକୁ ଗୋଟିଏ ପରେ ଗୋଟିଏ ପ୍ରତିକୂଳ ସ୍ଥିତିକୁ ସାମ୍ନା କରିବାକୁ ପଡୁଛି  । ଏବେ ଦଳକୁ ଆଉ ଏକ ଝଟକା ଲାଗିଛି । ଦଳ ଛାଡିଲେ ପିସିସି ଉପସଭାପତି ରଜତ ଚୌଧୁରୀ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ରଜତ । ୨୦୧୪ରୁ ୨୦୧୬ ଯୁବ କଂଗ୍ରେସ ସଭାପତି ଓ ପରେ ପିସିସି ସାଧାରଣ ସମ୍ପାଦକ ପଦରେ ଥିଲେ ରଜତ। ଇସ୍ତଫାର ସଠିକ କାରଣ ଏଯାଏଁ ସ୍ପଷ୍ଟ ହୋଇନଥିଲେ ବି ଦଳୀୟ କାର୍ଯ୍ୟରେ ଅସନ୍ତୁଷ୍ଟ ହୋଇ ସେ କଂଗ୍ରେସ ଛାଡିଥିବା ଚର୍ଚ୍ଚା ହେଉଛି ।

Barsha

Recent Posts

ଆଜିଠୁ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା ଆରମ୍ଭ, ଜୁଲାଇ ୬ ପର୍ଯ୍ୟନ୍ତ କରିପାରିବେ ଆବେଦନ

କଟକ (କେନ୍ୟୁଜ): ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା । ୧୧ଟାରୁ ସାମସ୍ ପୋର୍ଟାଲରେ ଉପଲବ୍ଧ ହେବ…

6 mins ago

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କ ପ୍ରାଣ ଗଲା

ସୋରଡା(କେନ୍ୟୁଜ୍): ଆଜିକାଲି ବଢିଚାଲିଛି ଅପରାଧ ଆଉ ଅପରାଧୀଙ୍କ ସଂଖ୍ୟା । ପୋକ ମାଛି ଭାବି ମଣିଷ ମଣିଷର ଜୀବନ ନେବାକୁ…

12 mins ago

ଲଞ୍ଚ ହେଲା Vivoର ପ୍ରଥମ ଫୋଲଡେବଲ୍‌ ଫୋନ, ମନ ଇଚ୍ଛା ଫୋଲ୍ଡ କରିବେ ୟୁଜର୍ସ

ଭାରତୀୟ ବଜାରରେ ୟୁଜର୍ସଙ୍କ ପାଇଁ ଭିଭୋର ପ୍ରଥମ ଫୋଲଡେବଲ୍ ସ୍ମାର୍ଟଫୋନ୍ ଲଞ୍ଚ କରାଯାଇଛି । Vivo X Fold 3…

25 mins ago

ଗାଁ ମୁହାଁ ୨୭ ଟିକିଆ ହାତୀପଲ, ଜଙ୍ଗଲ ମଧ୍ୟକୁ ନଯିବାକୁ ସ୍ଥାନୀୟ ବାସିନ୍ଦାଙ୍କୁ ନିର୍ଦ୍ଦେଶ

କରଞ୍ଜିଆ (କେନ୍ୟୁଜ): ପୁଣି ବାହୁଡିଲେ ୨୭ ଟିକିଆ ହାତୀପଲ । ସକାଳୁ ସକାଳୁ କେନ୍ଦୁଝର ବୈତରଣୀ ନଦୀ ପାର ହେଇ…

34 mins ago

ନିର୍ବାଚନ ସରିବା ପରେ ଓଡ଼ିଶାରୁ ହଟିଲା ଆଦର୍ଶ ଆଚରଣ ବିଧି

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶାରୁ ହଟିଲା ଆଦର୍ଶ ଆଚରଣ ବିଧି । ରାଜଭବନରେ ରାଜ୍ୟପାଳଙ୍କୁ ଭେଟିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ…

1 hour ago

ଓଡ଼ିଶାକୁ ମିଳିପାରେ ନୂଆ ବାଚସ୍ପତି, ସାଂସଦ ଭର୍ତ୍ତୃହରି ମହତାବ ହୋଇପାରନ୍ତି ଲୋକସଭା ସ୍ପିକର

କଟକ (କେନ୍ୟୁଜ): ଓଡ଼ିଶାକୁ ମିଳିପାରେ ବାଚସ୍ପତି ପଦବୀ । କଟକ ସାଂସଦ ଭର୍ତ୍ତୃହରି ମହତାବ ହୋଇପାରନ୍ତି ଲୋକସଭା ସ୍ପିକର ।…

2 hours ago