କେନ୍ୟୁଜ୍(ବ୍ୟୁରୋ): ସାବାଡ୍ ହେବେ ଅମାନିଆ। ଆଗାମୀ ଦିନରେ ଆହୁରି ଜୋରଦାର ହେବ ପୋଲିସ ପାଟ୍ରୋଲିଂ। ରାଜଧାନୀର ବିଭିନ୍ନ ସ୍ଥାନରେ ବୁଲିବ ପିସିଆର ଭ୍ୟାନ୍। କରୋନା କଟକଣା ଉଲଘଂନ କରୁଥିବା ନଜର ଆସିଲେ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ଆଗକୁ କରୋନାର ତୃତୀୟ ଲହର ଆସୁଥିବାରୁ କମିଶନରେଟ୍ ପୋଲିସ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ପୋଲିସ କମିଶନରଙ୍କ ଅଧ୍ୟକ୍ଷତାରେ ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ଆଡିସନାଲ ଡିସିପି, ସମସ୍ତ ଜୋନ୍ ଏସିପି ଓ ବିଭିନ୍ନ ଥାନାର ଆଇଆଇସି ଯୋଗ ଦେଇଥିଲେ।
ଭୁବନେଶ୍ୱର : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…
ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…
ରାଜଧାନୀ ଦିଲ୍ଲୀର ପ୍ରେମ୍ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…
ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…
ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…
ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…