ରାଜ୍ୟ

ପେନସନଧାରୀଙ୍କ ରହିବନି ପ୍ରୋବଲେମ୍, ଘରେ ବସି ଦେଇ ପାରିବେ ପରିଚୟପତ୍ର ଓ ଲାଇଫ ସାର୍ଟିଫିକେଟ୍‌

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟର ପେନସନଧାରୀଙ୍କୁ ଆଉ ବାରମ୍ବାର ସରକାରୀ ଅଫିସ ଦୌଡ଼ିବାକୁ ପଡିବ ନାହିଁ। ଘରେ ବସି ଦେଇ ପାରିବେ ପରିଚୟପତ୍ର ଓ ଲାଇଫ ସାର୍ଟିଫିକେଟ୍‌। ଆର୍ଟିଫିସିଆଲ ଇଣ୍ଟିଲିଜେନ୍‌ସ ଆଧାରିତ ଭିଡିଓ ଭେରିଫିକେସନ ପ୍ରକ୍ରିୟାରେ ଏହା ଦାଖଲ ହୋଇ ପାରିବ। 5-T ଏବଂ ମୋ ସରକାର ଅଭିଯାନ ଅଧିନରେ ଡିଜିଟାଲ ଲାଇଫ ସାର୍ଟିଫିକେଟ୍‌ ମେକାନିଜିମ୍‌ର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକ।

ମୁଖ୍ୟମନ୍ତ୍ରୀ କହିଛନ୍ତି ପେନସନଧାରୀଙ୍କୁ ଏହା ବହୁ ପରିମାଣରେ ସାହାଯ୍ୟ କରିବ।ବିଶେଷ କରି ବୟସ୍କ ପେନସନଭୋଗୀ ଉପକୃତ ହୋଇପାରିବେ । ସରକାରୀ ଅଫିସ ନ ଯାଇ ମୋବାଇଲ ଫୋନ୍‌ ଜରିଆରେ ଡିଜିଟାଲି ପରିଚୟ ଓ ଲାଇଫ ସାର୍ଟିଫିକେଟ ଦେଇ ପାରିବେ । ମୋ ସେବା କେନ୍ଦ୍ରରେ ମଧ୍ୟ ଏହି ସୁବିଧା ଉପଲବ୍ଧ ରହିବ । ପେନସନଧାରୀଙ୍କ ଲାଗି ଏପରି ସେବା ଆରମ୍ଭ କରିବାରେ ଦେଶରେ ଓଡ଼ିଶା ପ୍ରଥମ ରାଜ୍ୟ ।

KNews Bureau

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

5 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

13 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

30 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago