ରାଜ୍ୟରେ ଆସନ୍ତା ୨ ଦିନ ମଧ୍ୟରେ ଖସିବ ପାରଦ: ଉପକୂଳ ଜିଲ୍ଲାର ଅଧିକାଂଶ ସ୍ଥାନରେ ହେବ ବିଜୁଳ, ଘଡଘଡି ସହ ବର୍ଷା

ଭୁବନେଶ୍ବର: ରାଜ୍ୟବାସୀଙ୍କୁ ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି । ଆସନ୍ତା ୨ ଦିନ ମଧ୍ୟରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ପାରଦ । ଏହି ସମୟରେ ଉପକୂଳ ଜିଲ୍ଲାର ଅଧିକାଂଶ ସ୍ଥାନରେ କାଳବୈଶାଖୀ ଅନୁଭୂତ ହେବ ।

ବିଜୁଳ, ଘଡଘଡି ବର୍ଷା ସହ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ଫଳରେ ପ୍ରବଳ ଗ୍ରୀଷ୍ମପ୍ରବାହରୁ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ମିଳିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.