ରାଜ୍ୟ

ରାଜ୍ୟରେ ୧୧ ହଜାର ପାର କଲା ଦୈନିକ କରୋନା ସଂକ୍ରମଣ, ଖୋର୍ଦ୍ଧା, ସୁନ୍ଦରଗଡ଼ ଓ କଟକରେ ବ୍ରେକ ଫେଲ୍ କରୋନା

ଭୁବନେଶ୍ୱର(କେନ୍ୟୁଜ) : ରାଜ୍ୟରେ ୧୧ ହଜାର ପାର କଲା ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୧ହଜାର ୧୭୭ ପଜିଟିଭ୍ । କୋଭିଡ୍ ମାନଚିତ୍ରରେ ଅଧାରୁ ଅଧିକ ଓଡ଼ିଶା କରୋନାର ରେଡ୍ ଜୋନକୁ ଗଲାଣି ।

କରୋନା ପଜିଟିଭିଟି ରେଡ୍ ଜୋନକୁ ଗଲାଣି ୧୫ ଜିଲ୍ଲା । କେବଳ ଖୋର୍ଦ୍ଧା, ସୁନ୍ଦରଗଡ଼ ଓ କଟକ ଜିଲ୍ଲାରୁ କେବଳ ଅଧିକ ରହିଛି ସଂକ୍ରମଣ ହାର । ସେହିପରି ଆକ୍ଟିଭ୍ କେସ ଟପରେ ବି ରହିଛି ଏହି ୩ ଜିଲ୍ଲା ।

P.C : zee news

ତିନି ଦିନ ୧୦ ହଜାର ଉପରେ ରହିଥିଲା କରୋନା ସଂକ୍ରମଣ । ଆଜି ୧୧ ହଜାର ପାର କରିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୧ହଜାର ୧୭୭ ପଜିଟିଭ କେସ୍‌ । ୨୦ ଜିଲ୍ଲାରେ ଦୈନିକ କେସ୍ ଶହେ ଉପରେ ରହିଛି । ଖୋର୍ଦ୍ଧା, ସୁନ୍ଦରଗଡ଼ ଓ କଟକରେ ବ୍ରେକ ଫେଲ୍ କରୋନା । ଏହି ୩ ଜିଲ୍ଲାରୁ କେବଳ ୬ହଜାର ୩୮୯ ସଂକ୍ରମିତ ବାହାରିଛନ୍ତି ।

ଅର୍ଥାତ ୩ଟି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି କେବଳ ୫୭ ପ୍ରତିଶତ ଆକ୍ରାନ୍ତ । ଖୋର୍ଦ୍ଧା ଜିଲ୍ଲାରେ କେବଳ ୩୦ ପ୍ରତିଶତ ପଜିଟିଭ୍ ବାହାରିଛନ୍ତି । ୨୪ ଘଣ୍ଟାରେ ୭୭ ହଜାର ୧୨୦ ଟେଷ୍ଟିଂ ହୋଇଛି । ରାଜ୍ୟରେ ପଜିଟିଭ୍ ହାର ରହିଛି ୧୪.୪୯ ପ୍ରତିଶତ ।

Niharanjan

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

12 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

14 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

20 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

29 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

29 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

47 mins ago