Below header

ପୁଣି ବଢିଲା ପେଟ୍ରୋଲ୍ ଓ ଡିଜେଲ୍ ଦର

ପୁଣି ବଢିଲା ପେଟ୍ରୋଲ୍ ଓ ଡିଜେଲ୍ ଦର । ପେଟ୍ରୋଲ୍ ଲିଟର ପିଛା ୯ ପଇସା ଏବଂ ଡିଜେଲ୍ ୧୪ ପଇସା ବୃଦ୍ଧି ପାଇଛି । ନୂଆ ଦର ଲାଗୁ ହେବା ପରେ ଭୁବନେଶ୍ୱରରେ ପେଟ୍ରୋଲ ଦର ୭୫ ଟଙ୍କା ୧୫ ପଇସା ଓ ଡିଜେଲ ୭୨ ଟଙ୍କା ୬୬ ପଇସାରେ ପହଞ୍ଚିଛି ।

ସେହିପରି ଦିଲ୍ଲୀରେ ପେଟ୍ରୋଲ ଦର ୭୬ ଟଙ୍କା ୨୫ ପଇସା ଓ ଡିଜେଲ ଦର ୬୭ ଟଙ୍କା ୭୫ ପଇସାକୁ ହ୍ରାସ ପାଇଛି । ମୁମ୍ବାଇରେ ପେଟ୍ରୋଲ ଦର ୮୩ ଟଙ୍କା ୭୦ ପଇସା ଓ ଡିଜେଲ ୭୧ ଟଙ୍କା ୯୩ ପଇସାରେ ପହଞ୍ଚିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.