Categories: ରାଜ୍ୟ

କଟକ ଜଗତପୁର ପେଟ୍ରୋଲ ପମ୍ପରେ ଫ୍ଲାଇଂ ସ୍କ୍ଵାଡର ଚଢ଼ାଉ, ୧୦ ଲକ୍ଷ ଟଙ୍କା ଜବତ

କଟକ(କେନ୍ୟୁଜ୍) : ପେଟ୍ରୋଲ ପମ୍ପରେ ରେଡ୍‌। କଟକ ଜିଲ୍ଲା ଜଗତପୁର ଖଇରା ଅଞ୍ଚଳରେ ଥିବା ପେଟ୍ରୋଲ ପମ୍ପରେ ଚଢ଼ାଉ କରିଛି ନିର୍ବାଚନ ଫ୍ଲାଇଂ ସ୍କ୍ଵାଡ୍‌। ଏତିକିବେଳେ ପ୍ରାୟ ୧୦ ଲକ୍ଷ ଟଙ୍କା ମିଳିଥିବା ସୂଚନା ମିଳିଛି। କେଉଁ ଉଦ୍ଦେଶ୍ୟରେ ପେଟ୍ରୋଲ ପମ୍ପରେ ଏତେ ଟଙ୍କା ରଖାଯାଇଥିଲା ସେନେଇ ଖୋଳତାଡ଼ ଚାଲିଛି। ନିର୍ବାଚନ ଲଢୁଥିବା ଜଣେ ପ୍ରାର୍ଥୀଙ୍କର ଏହି ପେଟ୍ରୋଲ ପମ୍ପ ହୋଇଥିବା ସୂଚନା ମିଳିଛି।

KNews Bureau

Recent Posts

କବାଟ ତାଡ଼ି ସୁନା ଲୁଟିନେଲେ ଦୁର୍ବୃତ୍ତ, ପୋଲିସ ତଦନ୍ତ ଜାରି

ତାଳଚେର : କବାଟ ତାଡ଼ି ସୁନା ଲୁଟିନେଲେ ଦୁର୍ବୃତ୍ତ । ତାଳଚେର ବାଘମରାଠାରେ ହୋଇଛି ଏହି ଚୋରି । ଘରେ…

20 mins ago

ସଲମାନ ଖାନଙ୍କୁ ଜୀବନରୁ ମାରିଦେବାକୁ ଧମକ, FIR ପଞ୍ଜିକୃତ; ରାଜସ୍ଥାନରୁ ଅଭିଯୁକ୍ତ ଗିରଫ

ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କୁ ପୁଣି ମିଳିଛି ହତ୍ୟା ଧମକ । ଏହି ଘଟଣାରେ ମୁମ୍ବାଇ ସାଉଥ୍‌ ସାଇବର ଥାନାରେ…

26 mins ago

ଜୋରସୋରରେ ଆଗେଇ ଚାଲିଛି ରଥ ନିର୍ମାଣ କାମ

ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଲାଗି ଜୋରସୋରରେ ଆଗେଇ ଚାଲିଛି ରଥ ନିର୍ମାଣ କାମ । ତିନି ରଥର…

46 mins ago

ଗ୍ରୀଷ୍ମ ଋତୁରେ ଶରୀରରେ ଦେଖାଦେଇ ପାରେ ଭିଟାମିନ୍‌ Dର ଅଭାବ, ବୟସ୍କ ଲୋକଙ୍କୁ ରହିଥାଏ ଅଧିକ ବିପଦରେ

ବର୍ତ୍ତମାନ ସମସ୍ତ ସ୍ଥାନରେ ପ୍ରବଳ ଖରା ହେଉଛି । ଲୋକମାନଙ୍କ ପାଇଁ ଏହି ଗରମ ସହିବ ବହୁତ କଷ୍ଟକର ହୋଇପଡିଛି…

49 mins ago

ଆଜି ହେଉଛି ତିନି ଦିନିଆ ରଜ ଉତ୍ସବର ଶେଷ ଦିନ, ଆସନ୍ତାକାଲି ବସୁମତି ସ୍ନାନ

ରାତି ପାହିଲେ ହେବ ବସୁମତୀ ସ୍ନାନ । ତେଣୁ ଆଜି ହେଉଛି ସେହି ରଜ ପର୍ବର ଶେଷ ଦିନ ।…

53 mins ago

ଜମି ଜମା ବିବାଦକୁ ନେଇ କରୁଣ ପରିଣିତି, ଭାଇ ଭାଇ ସମ୍ପର୍କରେ ଲାଗିଲା ରକ୍ତର ଛିଟା

ମୟୁରଭଞ୍ଜ : ଭାଇ ଭାଇ ସମ୍ପର୍କରେ ଲାଗିଲା ରକ୍ତର ଛିଟା । ଭୁଲିଗଲା ସବୁ ସମ୍ପର୍କ । ପିଲାଦିନେ ଯେଉଁ…

1 hour ago