ସୁବର୍ଣ୍ଣପୁର: କୋଭିଡ୍ ନିୟମ ଉଲ୍ଲଘଂନ କରି ସିଲ୍ ହେଲା ପେଟ୍ରୋଲ ପମ୍ପ୍। କୋଭିଡ୍ ଗାଇଡ୍ଲାଇନ୍ ଉଲ୍ଲଘଂନକାରୀଙ୍କୁ କଡ଼ାକଡି ଭାବେ ପାଳନ କରାଯାଇ ଫାଇନ୍ କରାଯାଉଛି।
ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ତିନୋଟି ବ୍ୟବସାୟୀ ପ୍ରତିଷ୍ଠାନ ସମେତ ଗୋଟିଏ ପେଟ୍ରୋଲ ପମ୍ପ୍କୁ କୋଭିଡ୍ ୧୯ ନିୟମ ଉଲ୍ଲଘଂନ ଅଭିଯୋଗରେ ୫୦ ହଜାର ଟଙ୍କା ଲେଖାଏଁ ଜରିମାନା କରିଛି ପ୍ରଶାସନ। ଆଜି ପୁନର୍ବାର ଆଇନ୍ ଉଲ୍ଲଘଂନ କରିଥିବା ଅଭିଯୋଗରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଥିବା ପେଟ୍ରୋଲ ପମ୍ପ୍କୁ ସିଲ କରିଛି ପ୍ରଶାସନ।
ମେଷ: ଆପଣଙ୍କର କିଛି ନୂଆ କାମରେ ରୁଚି ବଢିବ । ଆଥିକ ସ୍ଥିତି ପୂର୍ବ ଅପେକ୍ଷା ସୁଦୃଢ ହେବ ।…
ଆସନ୍ତା ୨୦ ତାରିଖରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ। ୧୯ ତାରିଖରେ ବାଚସ୍ପତି ପଦ ପାଇଁ ନମାଙ୍କନ ଦାଖଲ ହେବ…
ଭୁବନେଶ୍ୱର (କେନ୍ୟୁଜ): ପ୍ରତିବର୍ଷ ପରି ଚଳିତ ବର୍ଷ ଟାଇମ୍ସ ହାଇଅର ଏଜୁକେସନ୍ ଇମ୍ପାକ୍ଟ (ସାମାଜିକ ପ୍ରଭାବ) ରାଙ୍କିଙ୍ଗ ପ୍ରକାଶ ପାଇଛି।…
କରଞ୍ଜିଆ : ମୟୁରଭଞ୍ଜ ଜିଲ୍ଲାର କରଞ୍ଜିଆ ଉପଖଣ୍ଡରେ ଅପରାହ୍ନରେ କିଛି କିଛି ସ୍ଥାନରେ ଘଡଘଡି ସହିତ ହାଲୁକା ବର୍ଷା ଲାଗି…
କଟକ (କେନ୍ୟୁଜ୍) : ଜୀବନ ବଞ୍ଚାଇ ଦେଲେ ରମେଶ। କଟକ ରେଳବାଇ ପୋଲିସ୍ କର୍ମଚାରୀଙ୍କ ସାହସିକତା ପାଇଁ ବଞ୍ଚି ଗଲା…
ଭୁବନେଶ୍ୱର: ଚାରିଆଡ଼େ ପରିବର୍ତ୍ତନର ସ୍ୱର । ଓଡ଼ିଶା ରାଜନୀତିରେ ହୋଇଛି ବଡ଼ ପରିବର୍ତ୍ତନ । ଦୀର୍ଘ ୨୪ ବର୍ଷ ଧରି…