Below header

ଟାୟାର ଫାଟି ଯିବାରୁ ଭାରସାମ୍ୟ ହରାଇ ଓଲଟିଲା ପିକ୍‌ଅପ୍‌ ଭ୍ୟାନ୍‌, ଚାଳକ ଗୁରୁତର

ଚୌଦ୍ବାର: ଓଲଟିଲା ପିକ୍‌ଅପ୍‌ ଭ୍ୟାନ୍‌, ଚାଳକ ଗୁରୁତର । କଟକ ଜିଲ୍ଲା ଟାଙ୍ଗୀ ଥାନା ୧୬ ନମ୍ବର ଜାତୀୟ ରାଜପଥ ଚଟିଲୋ ନିକଟରେ ଦୁର୍ଘଟଣା । ଭ୍ୟାନ୍‌ ମାଲ ବୋଝେଇ କରି ଛତିଆ ହରିପୁର ଯାଉଥିବା ବେଳେ ଟାୟାର ଫାଟି ଯିବାରୁ ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିପଡିଥିଲା । ଖବର ପାଇ ଟାଙ୍ଗୀ ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.