Below header

ବ୍ରହ୍ମପୁର ତପ୍ତପାଣି ଘାଟିରେ ଓଲଟିଲା ପିକ୍‌ନିକ୍‌ ବସ୍, ରେଭେନ୍ସା ବିଶ୍ୱବିଦ୍ୟାଳୟର ୨୫ରୁ ଅଧିକ ଛାତ୍ରଛାତ୍ରୀ ଆହତ

ବ୍ରହ୍ମପୁର: ବ୍ରହ୍ମପୁର ତପ୍ତପାଣି ଘାଟିରେ ଓଲଟିଲା ପିକ୍‌ନିକ୍‌ ବସ୍ । ଭାରସାମ୍ୟ ହରାଇ ବସ ଓଲଟି ପଡିଥିବା ବେଳେ ୨୫ ଜଣରୁ ଅଧିକ ଛାତ୍ରଛାତ୍ରୀ ଏଥିରେ ଆହତ ହୋଇଛନ୍ତି । ରେଭେନ୍ସା ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ ପିକନିକରୁ ଫେରୁଥିବା ବେଳେ ଏଭଳି ଅଘଟଣ ଘଟିଛି । ଦୁର୍ଘଟଣା ପ୍ରରେ ଡ୍ରାଇଭର ଫେରାର ହୋଇଯାଇଛି । ଗତକାଲି ରେଭେନ୍ସାର ଏମସିଏ ଛାତ୍ରଛାତ୍ରୀ ପିକନିକ କରିବାକୁ ଯାଇଥିଲେ । ପିକନିକ ସାରି ଫେରୁଥିବା ବେଳେ ଭାରସାମ୍ୟ ହରାଇ ଘାଟି ତଳକୁ ଓଲଟି ପଡିଥିଲା ବସ । ଆହତଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.