ପିପିଲି ପଟ୍ଟନାଇକିଆ ଟ୍ରିପଲ୍ ମର୍ଡର ଘଟଣାରେ ଦୁଇ ମୁଖ୍ୟ ଅଭିଯୁକ୍ତ ଗିରଫ। ସେମାନଙ୍କୁ ଗିରଫ କରିଛି ପୁରୀ ପୋଲିସ। ଦୁଇ ଅଭିଯୁକ୍ତ ହେଲେ ମିଟୁ ବେହେରା ଓ ପୁନିଆ ଓରଫ ପ୍ରହ୍ଲାଦ ବେହେରା। ସିସିଟିଭି ଫୁଟେଜରୁ ଏମାନଙ୍କୁ ଚିହ୍ନଟ କରାଯାଇଥିଲା। ଏକ ଜଙ୍ଗଲରୁ ଦୁହିଁଙ୍କୁ ପୋଲିସ ଗିରଫ କରିଥିବା ବେଳେ ସେମାନଙ୍କ ସୂଚନା ଆଧାରରେ ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା, ଲୁହାରଡ୍ କୁ ଜବତ କରାଯାଇଛି। ପୂର୍ବରୁ ହତ୍ୟାକାଣ୍ଡରେ ସଂପୃକ୍ତ ୬ ଜଣଙ୍କୁ ଗିରଫ କରିଥିଲା ପୋଲିସ। ପାରିବାରିରକ ଶତ୍ରୁତାରୁ ଗତ ୧୪ ତାରିଖରେ ସ୍ପଷ୍ଟ ଦିବାଲୋକରେ ପଟ୍ଟନାୟକିଆ ଛକ ସ୍ଥିତ ସରଦେଇପୁର ଗାଁରେ ୩ଜଣଙ୍କୁ ଖଣ୍ଡାରେ ହାଣି ବୀଭତ୍ସ ହତ୍ୟା କରାଯାଇଥିଲା। ମୃତକମାନେ ଗୋଟିଏ ପରିବାରର ତିନି ଭାଇ ଥିଲେ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…