ରାଜ୍ୟ

ଆଜି ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପ୍‌ରୁ ଉଡ଼ିବ ବିମାନ, ସରିଛି ସମସ୍ତ ପ୍ରସ୍ତୁତି

କେନ୍ୟୁଜ୍(ବ୍ୟୁରୋ): ଆଜି ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପ୍‌ରୁ ଉଡ଼ିବ ବିମାନ । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । ରାଜ୍ୟ ସରକାରଙ୍କ ନିଜସ୍ୱ ଖର୍ଚ୍ଚରେ କାର୍ଯ୍ୟକ୍ଷମ ହୋଇଛି ଗଞ୍ଜାମ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌ । ପ୍ରାଥମିକ ପର୍ଯ୍ୟାୟରେ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌ରୁ ୧୦ ସିଟ୍‌ ବିଶିଷ୍ଟ ବିମାନ ଉଡ଼ାଣ ଆରମ୍ଭ ହେବ ।

ସପ୍ତାହକୁ ଦୁଇ ଦିନ ଭୁବନେଶ୍ୱରକୁ ରଙ୍ଗେଇଲୁଣ୍ଡା ବିମାନ ଚଳାଚଳ କରିବ । ଲୋକଙ୍କ ଚାହିଦା ଓ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପରବର୍ତ୍ତୀ ସମୟରେ ବିମାନ ଘାଟିର ଭୂତ୍ତିଭୂମି ବଢ଼ିବା ପରେ ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟରେ ଅଧିକ ବିମାନ ଚଳାଚଳ ଓ ସିଟ୍‌ ସଂଖ୍ୟା ବୃଦ୍ଧି ନେଇ ନିଷ୍ପତ୍ତି ନିଆଯିବ ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

7 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

7 hours ago