ଶ୍ରୀମନ୍ଦିର ହେବ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ: ଚାଙ୍ଗୁଡିରେ ଫୁଲ ଓ ଭୋଗ ଆଣିବାକୁ ମୁଖ୍ୟ ପ୍ରଶାସକଙ୍କ ଅନୁରୋଧ

ଶ୍ରୀମନ୍ଦିରକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ କରିବାକୁ ଅଣ୍ଟା ଭିଡିଲା ଶ୍ରୀମନ୍ଦିର ପ୍ରଶାସନ। ଫୁଲ ଓ ଭୋଗ ପଲିଥିନରେ ମନ୍ଦିର ଭିତରକୁ ନନେବାକୁ ଭକ୍ତ ଓ ସମସ୍ତ ନିଯୋଗକୁ ଅନୁରୋଧ କଲେ ମୁଖ୍ୟ ପ୍ରଶାସକ। କଟନ୍ ବ୍ୟାଗ୍,କାଠ ବା ବାଉଁଶରେ ନିର୍ମିତ ଚାଙ୍ଗୁଡିରେ ଫୁଲ ଓ ଭୋଗ ନେବାକୁ ଅନୁରୋଧ କଲେ ମୁଖ୍ୟ ପ୍ରଶାସକ।

ପୁରୀ (କେନ୍ୟୁଜ): ଶ୍ରୀମନ୍ଦିରକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ କରିବାକୁ ଅଣ୍ଟା ଭିଡିଲା ଶ୍ରୀମନ୍ଦିର ପ୍ରଶାସନ। ଫୁଲ ଓ ଭୋଗ ପଲିଥିନରେ ମନ୍ଦିର ଭିତରକୁ ନନେବାକୁ ଭକ୍ତ ଓ ସମସ୍ତ ନିଯୋଗକୁ ଅନୁରୋଧ କଲେ ମୁଖ୍ୟ ପ୍ରଶାସକ। କଟନ୍ ବ୍ୟାଗ୍,କାଠ ବା ବାଉଁଶରେ ନିର୍ମିତ ଚାଙ୍ଗୁଡିରେ ଫୁଲ ଓ ଭୋଗ ନେବାକୁ ଅନୁରୋଧ କଲେ ମୁଖ୍ୟ ପ୍ରଶାସକ।

ଏନେଇ ସାମାଜିକ ଗଣମାଧ୍ୟମରେ ନିବେଦନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ୍ ଦାସ। ଏପରି କରି ଶ୍ରୀମନ୍ଦିରକୁ ପାଷ୍ଟିକ ମୁକ୍ତ ସହ ସହରକୁ ସରସ ସୁନ୍ଦର କରିବାକୁ ଆହ୍ୱାନ ଦିଆଯାଇଛି । ଏଥିସହ ଲୋକଙ୍କୁ ସଚେତନ କରିବାକୁ କୁହାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.