ଆସନ୍ତା ଶନିବାର+୨ କଳା ରେଜଲ୍ଟ : ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଫଳାଫଳ

ଭୁବନେଶ୍ବର: ଶନିବାର ବାହାରିବ +୨ କଳା ରେଜଲ୍ଟ । ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଫଳାଫଳ । ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

ଛାତ୍ରଛାତ୍ରୀମାନେ ଅନ୍‌ଲାଇନ୍‌ କିମ୍ବା ନିଜ କଲେଜରୁ ପରୀକ୍ଷା ଫଳ ପାଇପାରିବେ । ପୂର୍ବରୁ ବିଜ୍ଞାନ ଓ ବାଣିଜ୍ୟର ରେଜଲ୍ଟ ବାହାରି ସାରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.