Below header

ଫେବ୍ରୁଆରି ୧୬ରୁ ଯୁକ୍ତ ୨ ପରୀକ୍ଷା : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଘୋଷଣା

ଫେବ୍ରୁଆରୀ ୧୬ରୁ +୨ ପରୀକ୍ଷା । ଫେବ୍ରୁଆରୀ ୧୬ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏ ଚାଲିବ । କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ହେବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଛି ପରୀକ୍ଷା ସୂଚନା ।

କଟକ (କେନ୍ୟୁଜ): ଫେବ୍ରୁଆରୀ ୧୬ରୁ +୨ ପରୀକ୍ଷା । ଫେବ୍ରୁଆରୀ ୧୬ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏ ଚାଲିବ । କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ହେବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଛି ପରୀକ୍ଷା ସୂଚନା । ପ୍ରଥମେ ୧୬ତାରିଖ ଦିନ ବଜ୍ଞାନ ପରୀକ୍ଷା ରହିଛି । ସେହିପରି ୧୭ ତାରିଖ ଦିନ କଳା ଓ ବାଣିଜ୍ୟ ପରୀକ୍ଷା ହେବ ।

ସୂଚନା ଅନୁଯାୟୀ ଗତ ୧୧ତାରିଖରେ କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିସିଏବିସ୍ଇ) ପକ୍ଷରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ତାରିଖ ଘୋଷଣା କରାଯାଇଛି । ବୁଧବାର ମାଧ୍ୟମିକ ଶିକ୍ଷା ବୋର୍ଡ ଓଡ଼ିଶା ପକ୍ଷରୁ ଦଶମ ଶ୍ରେଣୀ ପରୀକ୍ଷା ତାରିଖ ଘୋଷଣା କରାଯାଇଥିଲା । ସମସ୍ତ ବୋର୍ଡର ପରୀକ୍ଷା ତାରିଖରି ଘୋଷଣା ସରିଥିରିବାରୁ ସିଏସିଚ୍ଏସ୍ଇ ତତ୍ପରତା ପ୍ରକାଶ କରିଛି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.