ଭୁବନେଶ୍ବର: ଯୁକ୍ତ୨ କଳା ଓ ଧନ୍ଦାମୂଳକ ଶିକ୍ଷା ଉତ୍ତର ଖାତାଗୁଡ଼ିକର ଅଫ୍ଲାଇନ୍ ମୂଲ୍ୟାୟନ ଆଜି ଠାରୁ ଆରମ୍ଭ ହୋଇଯାଇଛି। ଚଳିତବର୍ଷ ୬୬ଟି ମୂଲ୍ୟାୟନ କେନ୍ଦ୍ରରେ ସାଢ଼େ ୧୧ ହଜାର ଅଧ୍ୟାପକ ଖାତା ଦେଖା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ପ୍ରଥମ ପର୍ଯ୍ୟାୟରେ କଳା ବିଭାଗର ଖାତାଗୁଡ଼ିକର ମୂଲ୍ୟାୟନ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।
ଦିନ ୧୦ଟାରୁ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ଚାଲିବ ଖାତା ମୂଲ୍ୟାୟନ ପ୍ରକ୍ରିୟା । କରୋନା ନିୟମ ଅନୁସାରେ ଅଧ୍ୟାପକଙ୍କ ଥର୍ମାଲ ସ୍କ୍ରିନିଂ କରାଯିବା ସହ ହାତ ଧୋଇବା ଓ ସାନିଟାଇଜ୍ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ୧୧ଟି ଜିଲ୍ଲାରେ ଶନିବାର ଓ ରବିବାର ସଟ୍ଡାଉନ୍ ଥିବାରୁ ଖାତା ମୂଲ୍ୟାୟନ ପ୍ରକ୍ରିୟା ବନ୍ଦ ରହିବ ବୋଲି ନିର୍ଦ୍ଦେଶ ଦିଆଯାଇଛି ।
ଗଞ୍ଜାମ(କେନ୍ୟୁଜ)- ମା’ଙ୍କ ଯାତ୍ରା ପାଇଁ ଘଣ୍ଟ ଘଣ୍ଟା ହୁଳହୁଳିରେ କମ୍ପି ଉଠୁଛି ଗଗନ ପବନ । ହଜାର ହଜାର ଭକ୍ତଙ୍କ…
ବିନିକା(କେନ୍ୟୁଜ): ଠାକୁରଙ୍କ ପାଇଁ ଭୋଗ ବାଢ଼ିବାକୁ ହେଉ କି ଜ୍ୱାଇଁ ଚର୍ଚ୍ଚା ଅବା ଘରକୁ ଅତିଥି ଆସିଲେ ପାଦ ଧୋଇବା…
ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା । ତିନି ଦିନ ଯାଏ କଲବଲ କରିବ ତାତି । ଗ୍ରୀଷ୍ମପ୍ରବାହ ନେଇ…
ଦଲିଆ ଏକ ହେଲ୍ଦି ଏବଂ ଉତ୍କୃଷ୍ଟ ବ୍ରେକଫାଷ୍ଟ ଏବଂ ଡିନର୍ ଅପ୍ସନ । ବିଶେଷକରି, ଯଦି ଆପଣ ଓଜନ ହ୍ରାସ…
ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଓ୍ଵାର୍ମଅପ୍ ମ୍ୟାଚ ଖେଳାଯାଇଥିଲା । ଏହି ମ୍ୟାଚରେ…
କୋଣାର୍କ (କେନ୍ୟୁଜ): ନଡ଼ିଆ ଗଛ ପଡି ଗଲା ଜୀବନ । ୨ ମୃତ, ଜଣେ ଗୁରୁତର । ଗୋପ ସରଡ଼ା…