Below header

ଆଜିଠାରୁ ଆରମ୍ଭ ବିଶ୍ବ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକରେ ଯୁକ୍ତ ତିନି ଏବଂ ପିଜି ଶେଷ ସେମିଷ୍ଟର ପରୀକ୍ଷା

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହେଉଛି ବିଭିନ୍ନ ବିଶ୍‌ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକରେ ଯୁକ୍ତ ତିନି ଏବଂ ପିଜି ଶେଷ ସେମିଷ୍ଟର ପରୀକ୍ଷା । କିଛି ଶିକ୍ଷାନୁଷ୍ଠାନ ଅନଲାଇନ୍‌ ଯୋଗେ ପରୀକ୍ଷା କରୁଥିବା ବେଳେ କିଛି ଅଫ୍‌ ଲାଇନ୍‌ ଯୋଗେ ପରୀକ୍ଷା କରୁଛନ୍ତି ।

ସେହିପରି ଉଭୟ ଅନ୍‌ ଲାଇନ୍‌ ଓ ଅଫ୍‌ ଲାଇନ୍‌ ଯୋଗେ ପରୀକ୍ଷା କରିବାକୁ ମଧ୍ୟ କିଛି ଶିକ୍ଷା ଅନୁଷ୍ଠାନ ନିଷ୍ପତ୍ତି ନେଇଛନ୍ତି । କରୋନା କଟକଣା ଭିତରେ ପରୀକ୍ଷା କରାଯିବ । ଅକ୍ଟୋବର ୧୦ ସୁଦ୍ଧା ଏସବୁ ପରୀକ୍ଷା ଶେଷ ହେବ ବୋଲି ଉଚ୍ଚ ଶିକ୍ଷା ବିଭାଗ ଘୋଷଣା କରିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.