ଆଜିଠାରୁ ଯୁକ୍ତ ଦୁଇ ନାମଲେଖା ଆରମ୍ଭ

ଭୁବନେଶ୍ୱର(କେନ୍ୟୁଜ୍): ଆଜିଠାରୁ ଯୁକ୍ତ ଦୁଇ ନାମଲେଖା। ଆଜିଠାରୁ ଯୁକ୍ତ ୨ରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ନାମଲେଖା। ୧୯ ତାରିଖରୁ ୨୫ ପର୍ଯ୍ୟନ୍ତ ନାମ ଲେଖାଇବା ପ୍ରକ୍ରିୟା ଚାଲୁରହିବ। ନାମଲେଖା ପ୍ରକ୍ରିୟା ସମୟ ସକାଳ ୯ଟାରୁ ଅପରାହ୍ନ ୫ଟା ମଧ୍ୟରେ ଚାଲିବ।  ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ୪ଲକ୍ଷ ୪ ହଜାର ଛାତ୍ରଛାତ୍ରୀ ନାମ ଲେଖାଇବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.