ଭୁବନେଶ୍ୱର(କେ ନ୍ୟୁଜ): ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ବିକଳ୍ପ ମୂଲ୍ୟାୟନ ବିଶେଷଜ୍ଞ କମିଟିର ଚତୁର୍ଥ ବୈଠକ । ବୈଠକରେ ରାଜ୍ୟ ସରକାରଙ୍କୁ ଦେବାକୁ ଥିବା ଡ୍ରାପ୍ଟ ରିପୋର୍ଟରେ ଚୂଡାନ୍ତ ରୂପରେଖ ପ୍ରସ୍ତୁତ ହୋଇଛି। କ’ଣ ହେବ ବିକଳ୍ପ ମାନଦଣ୍ଡ ତାହା ପ୍ରସ୍ତାବ ବା ପରାମର୍ଶ ଭାବେ ଉଲ୍ଲେଖ କରାଯାଇଥିଲା। ଏହି ଡ୍ରାପ୍ଟ ରିପୋର୍ଟ ଆଜି ପରିଷଦର ଅଧ୍ୟକ୍ଷ ଭୁପେନ୍ଦ୍ର ସିଂ ପୁନିଆଙ୍କୁ ଦିଆଯିବ। ସେ ଏହି ରିପୋର୍ଟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ଦାଖଲ କରିବେ। ବିଭାଗ ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ଚୂଡାନ୍ତ କରିବ। ଯାହା ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଜାରି କରାଯିବ।
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…