ଯୁକ୍ତ ଦୁଇ ପରୀକ୍ଷା ପାଇଁ ଆସନ୍ତା ୧୬ ତାରିଖରୁ ଫର୍ମ ପୂରଣ ଆରମ୍ଭ , ଜାଣନ୍ତୁ ଶେଷ ତାରିଖ

ଭୁବନେଶ୍ବର : ଯୁକ୍ତ ଦୁଇ ପରୀକ୍ଷା ପାଇଁ ଆସନ୍ତା ୧୬ ତାରିଖରୁ ଫର୍ମ ପୂରଣ ଆରମ୍ଭ ହେବ । ଏହା ୨୬ ତାରିଖ ଯାଏଁ ଚାଲିବ । ତେବେ ୫୦ ଟଙ୍କା ଫାଇନରେ ୨୭ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ । ସେହିପରି ଡିସେମ୍ବର ୧ତାରିଖରୁ ଡିସେମ୍ବର ୪ ତାରିଖ ଯାଏଁ ୩୫୦ ଟଙ୍କା ଦେଇ ଫର୍ମ ପୂରଣ କରାଯାଇପାରିବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.