Below header

 ଦିନକ ପରେ ପ୍ରକାଶ ପାଇବ+୨ ପରୀକ୍ଷା ଫଳ, CHSE ପରୀକ୍ଷା ନିୟନ୍ତ୍ରକଙ୍କ ପକ୍ଷରୁ ସୂଚନା

CHSE ପରୀକ୍ଷା ନିୟନ୍ତ୍ରକଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ବିଜ୍ଞାନରେ ୯୩ ହଜାର ୮୯୫ ଜଣ ପରୀକ୍ଷା ଦେଇଥିବା ବେଳେ ବାଣିଜ୍ୟରେ ୨୪,୩୩୧ ଜଣ ପରୀକ୍ଷା ଦେଇଥିଲେ । ମାର୍ଚ୍ଚ ୧ରୁ ଏପ୍ରିଲ ୫ ଯାଏ ହୋଇଥିଲା ପରୀକ୍ଷା ।

କେନ୍ୟୁଜ୍(ବ୍ୟୁରୋ):   ଦିନକ ପରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳ । ମେ’ ୩୧ ତାରିଖରେ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇବ । CHSE ପରୀକ୍ଷା ନିୟନ୍ତ୍ରକଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ବିଜ୍ଞାନରେ ୯୩ ହଜାର ୮୯୫ ଜଣ ପରୀକ୍ଷା ଦେଇଥିବା ବେଳେ ବାଣିଜ୍ୟରେ ୨୪,୩୩୧ ଜଣ ପରୀକ୍ଷା ଦେଇଥିଲେ । ମାର୍ଚ୍ଚ ୧ରୁ ଏପ୍ରିଲ ୫ ଯାଏ ହୋଇଥିଲା ପରୀକ୍ଷା ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.