ଭୁବନେଶ୍ବର: ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ । ଚଳିତ ବର୍ଷ ପାସ୍ ହାର ରହିଛି ୭୦. ୨୧ ପ୍ରତିଶତ । ୩୯ ପ୍ରତିଶତ ପୁଅ ପାସ୍ କରିଥିବା ବେଳେ ୩୧ ପ୍ରତିଶତ ଝିଅ ଉତ୍ତୀର୍ଣ୍ଣ ହୋଇଛନ୍ତି । ନୟାଗଡ଼ରେ ପାସ୍ ହାର ସର୍ବାଧିକ ୮୬. ୫୧ ପ୍ରତିଶତ ରହିଛି । ଛାତ୍ରଛାତ୍ରୀମାନେ ଅନ୍ଲାଇନ୍ କିମ୍ବା ନିଜ କଲେଜରୁ ପରୀକ୍ଷା ଫଳ ପାଇପାରିବେ ।
www.orissaresult.nic.in ୱେବ୍ସାଇଟ୍ ମାଧ୍ୟମରେ ପରୀକ୍ଷାଫଳ ଜାଣି ହେବ । ସାମ୍ସର ଇ ସ୍ପେସ୍ ମାଧ୍ୟମରେ କଲେଜ ଗୁଡିକୁ ସେମାନଙ୍କ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପଠାଇ ଦିଆଯିବ । ସିବିଏସ୍ଇ ଫୋନ୍ ନମ୍ବର ୦୬୭୪- ୨୩୦୦୯୧୪ ଓ ୦୬୭୪-୨୩୦୦୯୦୭ରେ ମଧ୍ୟ ରେଜଲ୍ଟ ଜାଣି ହେବ । ପରୀକ୍ଷା ଫଳ ପାଇଁ ୨୪ ଘଣ୍ଟା ଖୋଲା ରହିବ ଟୋଲ ଫ୍ରି ନମ୍ବର । ଚଳିତ ବର୍ଷ ୯୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ବିଜ୍ଞାନ ବିଭାଗରେ ପରୀକ୍ଷା ଦେଇଥିଲେ । ମିଳିଥିବା ସୁଚନା ଅନୁଯାୟୀ ୧୫ଟି କଲେଜରେ ଫଳ ଶୂନ ।
ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…
ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…
ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…
କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…
ଭାରତର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ତଥା କର୍ଣ୍ଣାଟକର ଡାହାଣହାତୀ ଦ୍ରୁତ ବୋଲର ଡେଭିଡ୍ ଜନସନ୍ଙ୍କ ୫୨ ବର୍ଷ ବୟସରେ ଦେହାନ୍ତ…
ଶରୀରକୁ ସୁସ୍ଥ ରଖିବା ପାଇଁ କେବଳ ଭିଟାମିନ୍ ଏବଂ ମିନେରାଲ୍ସ ନୁହେଁ ବରଂ ପ୍ରଚୁର ଫାଇବର ମଧ୍ୟ ଆବଶ୍ୟକ ।…