ରାଜ୍ୟ

ଦିଗପହଣ୍ଡି ବସ୍‌ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହାୟତା ରାଶି ଘୋଷଣା, ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ଆହତଙ୍କୁ ୫୦ ହଜାର ଟଙ୍କା

ଦିଗପହଣ୍ଡି ବସ୍‌ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହାୟତା ରାଶି ଘୋଷଣା। ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଓ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍‌ ପାଣ୍ଠି ପକ୍ଷରୁ ସହାୟତା ଘୋଷଣା କରାଯାଇଛି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଲେ ମୋଦି। ଦିଗପହଣ୍ଡି ବସ୍‌ ଦୁର୍ଘଟଣାରେ ରାଷ୍ଟ୍ରପତି ଶୋକ ପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇଛନ୍ତି ।

Niharanjan

Recent Posts

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

11 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

17 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

31 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

1 hour ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago