ରାଜ୍ୟ

ଭୁବନେଶ୍ୱରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି, ଆସନ୍ତାକାଲି ଠାରୁ ପ୍ରଚାର ଆରମ୍ଭ

ଭୁବନେଶ୍ୱର ବିମାନବନ୍ଦରରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପହଂଚିଲେ ପ୍ରଧାନମନ୍ତ୍ରୀ ମୋଦି  l କାଲିଠାରୁ ଓଡିଶାରେ ପ୍ରଚାର କରିବେ  l  ପ୍ରଧାନମନ୍ତ୍ରୀଙ୍କୁ ଓଡ଼ିଆ କଳା  ସଂସ୍କୃତି ଭିତରେ ସ୍ୱାଗତ କରିବା ସ୍ୱତନ ବ୍ୟବସ୍ଥା ହୋଇଥିଲା  l ସମର୍ଥକ, କର୍ମୀଙ୍କ ଗହଳି ରହିଛି  l ମାଦଳ, ବାଜା, ଶଙ୍ଖ, ସଂକୀର୍ତନ ଦଳ ସ୍ୱତନ୍ତ୍ର ଭାବେ ମୋଦିଙ୍କୁ ସ୍ୱାଗତ କରାଯାଇଛି  l ନିର୍ବାଚନ ତାରିଖ ଘୋଷଣା ପରେ ମୋଦି ପ୍ରଥମ ଥର ଓଡିଶା ଆସିଛନ୍ତି  l ଓଡିଶା ଭଜପା ସରକାର ଗଢିବା ପାଇଁ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିଛି  l

Niharanjan

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

24 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

43 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

51 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

2 hours ago