ଟ୍ବିଟ କରି ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର (କେନ୍ଯୁଜ୍) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଟ୍ଵିଟ୍ କରି ମୋଦି ନବୀନଙ୍କ ଦୀର୍ଘ ଓ ନିରାମୟ ଜୀବନର କାମନା ଜଣାଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ନବୀନ ପଟ୍ଟାନୟକଙ୍କୁ ଜନ୍ମଦିନର ଶୁଭେଛା ଜଣାଇଛନ୍ତି।

Leave A Reply

Your email address will not be published.