କଟକ: ITATର ଅତ୍ୟାଧୁନିକ କାର୍ଯ୍ୟାଳୟ ଓ ଆବାସିକ ପରିସରର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି

କଟକ(କେ ନ୍ୟୁଜ): ଆଜି କଟକସ୍ଥିତ ITATର ଅତ୍ୟାଧୁନିକ କାର୍ଯ୍ୟାଳୟ ଓ ଆବାସିକ ପରିସରର ଉଦ୍‌ଘାଟନ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେସିଂ ମାଧ୍ୟମରେ ଏହାକୁ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ । ଅପରାହ୍ଣ ୪ଟା ୩୦ ମିନିଟ୍‌ରେ ଉଦ୍‌ଘାଟନ ହେବାର କାର୍ଯ୍ୟକ୍ରମ ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.