ଧର୍ମଗଡ଼(କେନ୍ୟଜ୍): ଧରାପଡିଲେ ୩ ନକଲି ମାଓବାଦୀ। ମାଓବାଦୀଙ୍କ ନାଁରେ ଟଙ୍କା ଆଦାୟ କରୁଥିବା ଅଭିଯୋଗରେ ଜୟପାଟଣା ପୋଲିସ ୩ଜଣଙ୍କୁ ଗିରଫ କରିଛି। ନିଜକୁ ମାଓବାଦୀ କହି ପୂଝାରୀଗୁଡ଼ା ଗାଁର ତୁଳସୀ ରାମ ନାଏକ ନାମକ ଜଣେ ବ୍ୟବସାୟୀଙ୍କୁ ଧମକ ଦେଇ ୧୦ଲକ୍ଷ ଟଙ୍କା ଦାବି କରିଥିଲେ। ଏନେଇ ତୁଳସୀରାମ ଜୟପାଟଣା ଥାନାରେ ଅଭିଯୋଗ କରିବା ପରେ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ତିନି ନକଲି ମାଓବାଦୀମାନେ ହେଲେ ବଡପୁଝାରୀଗୁଡାର ଦେବପ୍ରସାଦ ନାଏକ,ଗତାବନ୍ଦ ଗାଁର ଗଙ୍ଗାରମ ବେମାଲ, ଧନସରା ଗାଁର ଚନ୍ଦ୍ର ରାଉତ।
ଇରାନ୍ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…