ରାଜ୍ୟ

ବ୍ରହ୍ମପୁର: ଲକଡାଉନ ସମୟରେ ମଦ ପିଇ ରାସ୍ତାରେ ବୁଲୁଥିଲେ ଯୁବକ,ନଅ ଜଣଙ୍କୁ ଗିରଫ କଲା ଦିଗପହଣ୍ଡି ଥାନା ପୋଲିସ

ବ୍ରହ୍ମପୁର(କେନ୍ୟୁଜ): ଲକ୍ ଡାଉନ୍ ରେ ମଦ ପିଇ ରାସ୍ତାରେ ବୁଲୁଥିବା ବେଳେ ନଅ ଜଣଙ୍କୁ ଗିରଫ କରିଛି ଦିଗପହଣ୍ଡି ଥାନା ପୋଲିସ। ରାତିରେ ଗିରଫ ହୋଇଥିବା ଲୋକ ମାନେ ବୁଲୁଥିବା ବେଳେ ପୋଲିସ ହାବୁଡରେ ପଡିଥିଲେ, ପୋଲିସ ତାଙ୍କୁ ଥାନା କୁ ଉଠାଇ ଆଣିଥୀଲେ । ଗଂଜାମ ଜିଲ୍ଲା ରେ ପ୍ରତିଦିନ ମଧ୍ୟାହ୍ନ ୧୨ ଟାରୁ ତା’ ପରଦିନ ସକାଳୁ ସାତଟା ପର୍ଯ୍ୟନ୍ତ  ସଟ୍ ଡାଉନ୍ ଘୋଷଣା କରାଯାଇଛି । ଏହି ପରି ସ୍ଥଳେ ଲୋକଙ୍କ ବାହାରେ ବୁଲିବା ମନା କରାଯାଇଛି ।

ସେହି ପରି ରାଧାନଗର ଗାଁ ମଧ୍ୟ ରେ ରାସନ ସାମଗ୍ରୀ ଦୋକାନ ରେ ବିଦେଶୀ ମଦ ବିକ୍ରି କରୁଥିବା ବେଳେ ପୋଲିସ ଜଣଙ୍କୁ ଗିରଫ କରିଛି । ମଦ ମଧ୍ୟ ଜବତ କରାଯାଇଛି ।କରୋନା ପାଇଁ ଲକ୍ ଡାଉନ୍ ସମୟରେ ମଦ ଧରପଗଡ ଜୋର କରାଯାଇଛି ବୋଲି ଆଇ ଆଇ ସି ବସନ୍ତ କୁମାର ସେଠୀ କହିଛନ୍ତି ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

4 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

6 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

7 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

7 hours ago