ଯାଜପୁରରେ ଓଡିଶା ପୋଲିସ ଡିଜି ଶ୍ରୀ ଅଭୟ, ଜିଲ୍ଲାରେ ଜାରି ହୋଇଥିବା ସଟଡାଉନ ସହ ଲକଡାଉନର କଲେ ସମୀକ୍ଷା

ଯାଜପୁର (କେନ୍ୟୁଜ): ଯାଜପୁର ଗସ୍ତରେ ଓଡିଶା ପୋଲିସ ଡିଜି ଶ୍ରୀ ଅଭୟ। ଆଜି ପୋଲିସ ଡିଜି ପାଣିକୋଇଲି ଠାରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟରେ ପହଂଚି ଜିଲ୍ଲାର ବିଭିନ ଅଂଚଳରେ ଜାରି ହୋଇଥିବା ସଟଡାଉନ ଓ ଲକଡାଉନର ସମୀକ୍ଷା କରିଥିଲେ। ଏଥିସହ ପୋଲିସ ହେଲ୍ପ ଲାଇନ ୧୦୦ କାର୍ଯ୍ୟକ୍ଷମ ସମ୍ପର୍କରେ ଆଲୋଚନା କରିଥିଲେ।

police dgପରେ ଜିଲ୍ଲାର କୁଆଖିଆ ଥାନା ପରିଦର୍ଶନ କରିଥିଲେ। ଏହି ସମୟରେ ଡିଆଇଜି ସିଆର ଆଶିଷ ସିଂ, ଯାଜପୁର ଏସପି ଚରଣ ସିଂ ମୀନା ଉପସ୍ଥିତ ଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.