ପୋଲିସ DG ଅଭୟଙ୍କ ଦିନିକିଆ ନୂଆପଡ଼ା ଗସ୍ତ, ମାଓ ସ୍ଥିତି ନେଇ କରିବେ ସମୀକ୍ଷା

ନୂଆପଡ଼ା(କେନ୍ଯୁଜ୍): ପୋଲିସ DG ଅଭୟଙ୍କ ଦିନିକିଆ ନୂଆପଡ଼ା ଗସ୍ତ। ଜିଲ୍ଲାରେ ମାଓ ସ୍ଥିତି ନେଇ ସମୀକ୍ଷା କରିବେ ଡିଜିପି। ସୁନାବେଡ଼ା ଅଭୟାରଣ୍ୟ ଗସ୍ତରେ ଯିବେ DGP। ସୁନାବେଡ଼ାରେ ଥିବା CRPF କ୍ୟାମ୍ପ ପରିଦର୍ଶନ କରିବେ। ମାଓ ମୁକାବିଲା କ୍ଷେତ୍ରରେ ଓଡ଼ିଶା ବିଗତ ଦିନରେ ସଫଳତା ସହ କରିଛି।

ମାଓବାଦୀଙ୍କୁ ମୁଖ୍ୟ ସ୍ରୋତରେ ସାମିଲ ହେବା ପାଇଁ ରାଜ୍ୟ ସରକାରଙ୍କ ଆତ୍ମସମର୍ପଣ ନୀତି ଭଲ ରହିଛି । ସେଥିପାଇଁ ବହୁ କ୍ୟାଡର ମାଓବାଦୀ ଆତ୍ମସମର୍ପଣ କରୁଛନ୍ତି। ବୌଦ୍ଧ ଗସ୍ତରେ ଯାଇ ଗଞ୍ଜେଇ ଚାଲାଣ ନେଇ ସମୀକ୍ଷା କରିବେ ପୋଲିସ ଡିଜି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.