ମାଲକାନଗିରି : ମାଲକାନଗିରି ଗସ୍ତରେ ପୋଲିସ ଡିଜି ଅଭୟ । ପ୍ରଥମେ ମୋଟୁରେ ପହଂଚି ଏମ୍ଭି-୮୮ରେ ପହଂଚି ନୂତନ ଫାଣ୍ଡିର ଶୁଭାରମ୍ଭ କରିଛନ୍ତି । ପରେ ବିଏସଏଫ୍ କ୍ୟାମ୍ପ ଯାଇ ବୈଠକ କରିଥିଲେ ।
ମାଓ ଦମନ ନେଇ ପୋଲିସ ଓ ବିଏସଏଫ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ଡିଜିପି । ଶେଷରେ ମୁଖ୍ୟ ପ୍ରବେଶ ପଥ ମୋଟୁରେ ପହଂଚି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି। ଏହାପରେ ସୁନାବେଡା ଓ ନବରଙ୍ଗପୁର ଯିବାର କାର୍ଯ୍ୟକ୍ରମ ରହିଛି।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…