ପୋଲିସ ଡିଜି ଡାକ୍ତର ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ପତ୍ନୀଙ୍କ ବିୟୋଗ

ଭୁବନେଶ୍ବର (କେନ୍ୟୁଜ୍) : ପୋଲିସ ଡିଜି ଡାକ୍ତର ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ପତ୍ନୀ ବିୟୋଗ। ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି। ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ ତୁଷାର ଶର୍ମା।