ରାଜ୍ୟ

କୋରାପୁଟ୍‌ରେ ଲକ୍‌ଡାଉନ୍‌ ସ୍ଥିତିର ସମୀକ୍ଷା କଲେ ପୋଲିସ ଡିଜି, ବିଭିନ୍ନ ଅଧିକାରୀ ଓ ଯବାନଙ୍କ ସହ କଲେ ଆଲୋଚନା

କୋରାପୁଟ: କୋରାପୁଟରେ ପୋଲିସ ଡିଜି ଅଭୟ । ଜିଲ୍ଲାରେ ଲକ୍‌ଡାଉନ୍‌ ସ୍ଥିତିର ସମୀକ୍ଷା କରିଛନ୍ତି ପୋଲିସ ଡିଜି । କୋରାପୁଟ ବିଏସ୍‌ଏଫ୍‌ ସେକ୍ଟର ଗ୍ରାଉଣ୍ଡରେ ପହଞ୍ଚିବା ପରେ ସଦର ଥାନା ପରିଦର୍ଶନ କରିଥିଲେ । ଡିଜିଙ୍କ ସହ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ସଫିନ ଅହମ୍ମଦ, କୋରାପୁଟ ଏସ୍‌ପି ବିଭିନ୍ନ ଚେକ୍‌ ପୋଷ୍ଟ ପରିଦର୍ଶନ କରିଥିଲେ । ଚେକ୍‌ପୋଷ୍ଟରେ ମୁତୟନ ପୋଲିସ ଅଧିକାରୀ ଓ ଯବାନଙ୍କ ସହ ଆଲୋଚନା କରିଥିଲେ । ପୋଲିସର ସୁରକ୍ଷା ଓ କଲ୍ୟାଣମୂଳକ ଯୋଜନା ସଂପର୍କରେ ସମୀକ୍ଷା କରିଛନ୍ତି ।

 

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

18 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

20 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

26 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

35 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

35 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

53 mins ago